ରାଜ୍ୟରେ ପୁଣିଥରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ।

11
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୧୬/୯(ଡି.ଏଚ ବ୍ୟୁରୋ):-ରାଜ୍ୟରେ ପୁଣିଥରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା । ଯାହାର ପ୍ରଭାବରେ ଆସନ୍ତା ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗର (ଆଇଏମ୍ଡି) ପୂର୍ବାନୁମାନ ।

Advertisement