ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ ବଢିବା ସହ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ।

9
ADVERTISEMENT

ଭୁବନେଶ୍ୱର,୧୯/୯(ଡି.ଏଚ୍ ବ୍ୟୁରୋ):-ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ଏହା ଲଘୁଚାପର ରୂପ ନେବ । ଫଳରେ ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ ବଢିବା ସହ ୪ ଜିଲ୍ଲା ବିଶେଷ କରି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ, ସୋନପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ।

Advertisement