Friday, September 25, 2026
ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ନିକଟରେ ଚାଲିଥିବା ବଡ଼ ଧରଣର ଜୁଆ ଆଡ୍ଡା...

ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ନିକଟରେ ଚାଲିଥିବା ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ ।

160
ADVERTISEMENT

ବ୍ରହ୍ମପୁର,୨୦/୯(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ନିକଟରେ ଚାଲିଥିବା ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ । ଚଢ଼ାଉ ବେଳେ ନଗଦ ୪ ଲକ୍ଷ ୯୯ ହଜାର ୪୨୦ ଟଙ୍କା, ୯ଟି ମୋଟରସାଇକେଲ, ୨୩ଟି ମୋବାଇଲ୍ସ ଫୋନ୍, ଜବତ ସହ ୨୧ ଜଣ ଜୁଆଡ଼ି ଗିରଫ ।

Advertisement