ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର ଆରକେ ହଷ୍ଟେଲ ଭିତରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ।

12
ADVERTISEMENT

ବ୍ରହ୍ମପୁର,୨୧/୯(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର ଆରକେ ହଷ୍ଟେଲ ଭିତରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ଛାତ୍ର ଜଣଙ୍କ ହେଲେ ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ବାଡିପଙ୍କା ଗ୍ରାମର କୁନାଲ ମଲ୍ଲିକ(୨୦)। ଫଳରେ ମୃତ କୁନାଲଙ୍କ ପରିବାର ଲୋକେ ତଦନ୍ତ ଦାବି କରିଛନ୍ତି।

Advertisement