Friday, September 25, 2026
ADVERTISEMENT
Home ଆଞ୍ଚଳିକ ବନ୍ଦ ହେଲା ହୀରାକୁଦ ଡ୍ୟାମର ୫ଟି ଗେଟ୍ ।

ବନ୍ଦ ହେଲା ହୀରାକୁଦ ଡ୍ୟାମର ୫ଟି ଗେଟ୍ ।

147
ADVERTISEMENT

ସମ୍ବଲପୁର,୨୪/୯(ଡି.ଏଚ୍ ବ୍ୟୁରୋ):-ବନ୍ଦ ହେଲା ହୀରାକୁଦ ଡ୍ୟାମର ୫ଟି ଗେଟ୍ । ବର୍ତ୍ତମାନ ୬ଟି ଗେଟ ଦେଇ ୨ ଲକ୍ଷ ୨୧ ହଜାର ୯୦୬ କ୍ୟୁସେକ ଜଳ ନିଷ୍କାସିତ ହେଉଥିବାବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୧ ଲକ୍ଷ ୫୮ ହଜାର ୩୭୭ କ୍ୟୁସେକ ଜଳ ।

Advertisement