କଟକ ଜିଲ୍ଲା ସାଲେପୁର ଥାନା ବଟେଶ୍ୱର ମା ଭଗବତୀଙ୍କ ମନ୍ଦିରରୁ ଚୋରୀ ।

15
ADVERTISEMENT

କଟକ,୨୬/୯(ଡି.ଏଚ ବ୍ୟୁରୋ):-କଟକ ଜିଲ୍ଲା ସାଲେପୁର ଥାନା ବଟେଶ୍ୱର ମା ଭଗବତୀଙ୍କ ମନ୍ଦିରରୁ ଚୋରୀ । ଅଷ୍ଟଧାତୁର ତିନିଗୋଟି ମୂର୍ତ୍ତିଚୋରୀ ହୋଇଥିବାବେଳେ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୩କୋଟିରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି ସୂଚନା । ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଥାନାରେ ଅଭିଯୋଗ ପରେ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସର ତଦନ୍ତ ଆରମ୍ଭ ।

Advertisement