Monday, September 28, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ବଂଶୀଧର ପରିଡା ।

ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ବଂଶୀଧର ପରିଡା ।

134
ADVERTISEMENT

ବ୍ରହ୍ମପୁର,୨୭/୯(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ବଂଶୀଧର ପରିଡା । ସେ ରାସ୍ତା କାମର ବିଲ କରେଇଦେବା ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚନେବା ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ହାତରେ ଧରାପଡିଥିବା ସୂଚନା ।

Advertisement