ଭୁବନେଶ୍ବର,୨୯/୯(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଭୁବନେଶ୍ବର IDCO ସହକାରୀ ନିର୍ଦ୍ଦେଶକ ମନୋଜ କୁମାର ଲେଙ୍କା l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର କୋରଡକଣ୍ଟାସ୍ଥିତ ତିନି ମହଲା ଘର, ଝାରପଡା ନୀଳାଦ୍ରିନଗରସ୍ଥିତ ଘର, ଉତ୍ତରା ଛକସ୍ଥିତ ମାର୍କେଟ କମ୍ପ୍ଲେକ୍ସ, ପୁରୀ ଗ୍ରାଣ୍ଡ ଏସିଆନ୍ ଆପାର୍ଟମେଣ୍ଟରେ ଗୋଟିଏ ଫ୍ଲାଟ, କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ସ୍ଥିତ ପୈତୃକ ଘର, ଓ ପଟ୍ଟାମୁଣ୍ଡାଇ ବେଲତଳା ସ୍ଥିତ ତିନି ମହଲା ଘରେ ଭିଜିଲାନ୍ସ ର ଚଢାଉ ଜାରି ।