Wednesday, September 30, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ...

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ।

128
ADVERTISEMENT

ବ୍ରହ୍ମପୁର,୩୦/୯(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ତାଙ୍କ ବାସଭବନ ସମେତ ଗଞ୍ଜାମ ଜିଲ୍ଲାର ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରିକରିଥିବା ସୂଚନା ।

Advertisement