ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

76
ADVERTISEMENT

ପୁରୀ,୩୦/୯(ଡି.ଏଚ ବ୍ୟୁରୋ):-ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏବଂ ମହାପ୍ରଭୁଙ୍କ ଦର୍ଶନ କରିବା ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ, ରାଜ୍ୟ ସଭାପତି ସମୀର ମହାନ୍ତି, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Advertisement