Thursday, October 1, 2026
ADVERTISEMENT
Home ଆଞ୍ଚଳିକ ଆଜି ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ମହାନବମୀ ପୂଜା ।

ଆଜି ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ମହାନବମୀ ପୂଜା ।

150
ADVERTISEMENT

ବ୍ରହ୍ମପୁର,୦୪/୧୦(ଡି.ଏଚ ବ୍ୟୁରୋ):-ଆଜି ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ମହାନବମୀ ପୂଜା । ଏହି ଅବସରରେ ମା’ଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବା ସହ ପୂରା ସହର ଉତ୍ସବମୁଖର ହୋଇଉଠିଛି। ଏବଂ ପୂଜା ପାଇଁ ଚାରିଆଡେ ଉତ୍ସବର ମାହୋଲ ଥିବାବେଳେ ସାଜସଜ୍ଜା ସାଙ୍ଗକୁ ମନ୍ତ୍ରଧ୍ବନିରେ କମ୍ପୁଛି ପୁରା ପରିବେଶ । ସେପଟେ ପ୍ରବଳ ଭିଡ଼ ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କଡାକଡି କରାଯାଇଛି।

Advertisement