ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଭୁବନେଶ୍ବର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ।

ଭିଜିଲାନ୍ସ ଜାଲରେ ଭୁବନେଶ୍ବର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ।

172
ADVERTISEMENT

ଭୁବନେଶ୍ବର,୧୦/୧୦(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଭୁବନେଶ୍ବର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଭୁବନେଶ୍ବର ସ୍ଥିତ ଅଫିସ, କଟକ ସିଡିଏ ସ୍ଥିତ ତିନି ମହଲା ଘର, କଟକ ସାଲେପୁର ସମ୍ପତିପାଟଣା ସ୍ଥିତ ଘର, ଜଟଣୀ କଣ୍ଟିଲୋ ସ୍ଥିତ ଫ୍ଲାଟ୍, ଜଗତସିଂହପୁର କୁଜଙ୍ଗ ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ।

Advertisement