Friday, September 25, 2026
ADVERTISEMENT
Home ଆଞ୍ଚଳିକ ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ନଳାଘlଟ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା...

ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ନଳାଘlଟ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍।

127
ADVERTISEMENT

ଗଜପତି,୧୨/୧୦(ଡି.ଏଚ ବ୍ୟୁରୋ):-ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ନଳାଘlଟ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ବସ ରେ ଥିବା ୩୮ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇ ଥିବା ବେଳେ ଘନ କୁହୁଡି ଯୋଗୁଁ ଏଭଳି ଘଟଣା ଘଟିଥିବା ଅନୁମାନ । ଏବଂ ଘଟଣାସ୍ଥଳରେ ଅଡ଼ବା ଥାନା ପୋଲିସର ତଦନ୍ତ ଜାରି।

Advertisement