ଜାତୀୟରାଜ୍ୟ ୟୁକ୍ରେନରେ ଥିବା ଭାରତୀୟମାନଙ୍କୁ ତୁରନ୍ତ ଦେଶ ଛାଡ଼ିବା ଲାଗି ଆଲର୍ଟ । By DuniaHalchal - October 20, 2022 52 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୨୦/୧୦(ଡି.ଏଚ୍ ବ୍ୟୁରୋ):-ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଫଳରେ ଏହି ଯୁଦ୍ଧ ଭୟଙ୍କର ହେବାର ଆଶଙ୍କା ଥିବାବେଳେ ୟୁକ୍ରେନରେ ରହୁଥିବା ଭାରତୀୟମାନଙ୍କୁ ତୁରନ୍ତ ଦେଶ ଛାଡ଼ିବା ଲାଗି ଆଲର୍ଟ କରାଯାଇଛି। ଏନେଇ ୟୁକ୍ରେନରେ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା। Advertisement