Tuesday, August 25, 2026
ADVERTISEMENT
Home ଜାତୀୟ ୟୁକ୍ରେନରେ ଥିବା ଭାରତୀୟମାନଙ୍କୁ ତୁରନ୍ତ ଦେଶ ଛାଡ଼ିବା ଲାଗି ଆଲର୍ଟ ।

ୟୁକ୍ରେନରେ ଥିବା ଭାରତୀୟମାନଙ୍କୁ ତୁରନ୍ତ ଦେଶ ଛାଡ଼ିବା ଲାଗି ଆଲର୍ଟ ।

114
ADVERTISEMENT

ନୂଆଦିଲ୍ଲୀ,୨୦/୧୦(ଡି.ଏଚ୍ ବ୍ୟୁରୋ):-ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଫଳରେ ଏହି ଯୁଦ୍ଧ ଭୟଙ୍କର ହେବାର ଆଶଙ୍କା ଥିବାବେଳେ ୟୁକ୍ରେନରେ ରହୁଥିବା ଭାରତୀୟମାନଙ୍କୁ ତୁରନ୍ତ ଦେଶ ଛାଡ଼ିବା ଲାଗି ଆଲର୍ଟ କରାଯାଇଛି। ଏନେଇ ୟୁକ୍ରେନରେ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା।

Advertisement