Friday, September 25, 2026
ADVERTISEMENT
Home ଜିଲ୍ଲା ଅନୁଗୁଳ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ ସାଆନ୍ଦା ଗ୍ରାମରେ ବାଣ ଭିଡୁଥିବା ବେଳେ...

ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ ସାଆନ୍ଦା ଗ୍ରାମରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ।

193
Controlled explosion for a display of military airpower. (1 of 3)
ADVERTISEMENT

ଅନୁଗୁଳ,୨୧/୧୦(ଡି.ଏଚ ବ୍ୟୁରୋ):-ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ ସାଆନ୍ଦା ଗ୍ରାମରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ । ବିସ୍ଫୋରଣରେ ଘରର ଛାତ ଉଡିବା ସହ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର । ଏବଂ ଘଟଣା ସ୍ଥଳରେ ଖମାର ପୋଲିସର ତଦନ୍ତ ଜାରି ।

Advertisement