ବଲାଙ୍ଗୀର,୨୨/୧୦(ଡି.ଏଚ୍ ବ୍ୟୁରୋ):-ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଗାଁରେ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । ମୃତକ ସ୍ୱାମୀ ସ୍ଥାନୀୟ ଅଞ୍ଚଳର ଦିବ୍ୟ ସିଂ ଭୋଇ ହୋଇଥିବାବେଳେ ସ୍ତ୍ରୀ ଯଶୋଦା ହତ୍ୟା କରି ଘଟଣାସ୍ଥଳରୁ ଫେରାର ଥିବା ଅଭିଯୋଗ । ଏବଂ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟଥିବାବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।