Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ହେତୁ ଉକ୍ତ ଦିନଟିକୁ ରାଜ୍ୟ ସରକାରଙ୍କ...

ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ହେତୁ ଉକ୍ତ ଦିନଟିକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା ହୋଇଛି ।

121
ADVERTISEMENT

ଭୁବନେଶ୍ୱର,୨୩/୧୦(ଡି.ଏଚ ବ୍ୟୁରୋ):-ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ହେତୁ ଉକ୍ତ ଦିନଟିକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା ହୋଇଛି । ଫଳରେ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ ,କଲେଜ କୋର୍ଟ, ବ୍ୟାଙ୍କ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବl ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Advertisement