ଭୁବନେଶ୍ୱର ରାଜଧାନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ ରେଣ୍ଟାଲ କଲୋନୀରେ ଜଣେ ପୋଲିସ କର୍ମଚାରୀଙ୍କ ଆତ୍ମହତ୍ୟା ।

43
ADVERTISEMENT

ଭୁବନେଶ୍ୱର,୨୮/୧୦(ଡି.ଏଚ୍ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ ରେଣ୍ଟାଲ କଲୋନୀରେ ଜଣେ ପୋଲିସ କର୍ମଚାରୀଙ୍କ ଆତ୍ମହତ୍ୟା । ମୃତକ ପୋଲିସ ଜଣଙ୍କହେଲେ କୃଷ୍ଣଚନ୍ଦ୍ର ଶତପଥୀ । ସେ ପୋଲିସ ବିଭାଗ SSBର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିଲେ । ତେବେ ଆତ୍ମହତ୍ୟାର କାରଣ କଣ ଅସ୍ପଷ୍ଟ ଥିବାବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।

Advertisement