ବ୍ରହ୍ମପୁର,୧୪/୧୧(ଡି.ଏଚ୍ ବ୍ୟୁରୋ):-ଆଜି ହେଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ପଣ୍ଡିତନେହେରୁ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି ।ଏବଂ ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ମହାନ ଦିବସ ।