ଭଦ୍ରକ,୧୬/୧୧(ଡି.ଏଚ ବ୍ୟୁରୋ):-ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜ଼ିଲ୍ଲା ସ୍ତରୀୟ ନିଯୁକ୍ତି ମେଳା। ଭଦ୍ରକ ଜ଼ିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ବେକାର ଯୁବକ, ଯୁବତୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ପାଇଁ ahi ଦୁଇ ଦିନିଆ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିବାବେଳେ ଭଦ୍ରକ ସାଂସଦ ଓ ବିଧାୟକ ମେଳାର ଶୁଭ ଉଦଘାଟନ କରିଥିଲେ ।ଏବଂ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ ରାଜ୍ୟ ବାହାର ର ୨୧ରୁ ଅଧିକ ଘରୋଇ କମ୍ପାନୀ ଅଂଶଗ୍ରହଣ କରିଛନ୍ତି।