Thursday, October 8, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା କୋଦଳା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ ସଞ୍ଜୟ...

ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା କୋଦଳା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ।

109
ADVERTISEMENT

ବ୍ରହ୍ମପୁର,୨୩/୧୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା କୋଦଳା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ। ସେ କୋଦଳା ତହସିଲ ଅନ୍ତର୍ଗତ ବି ନୂଆଗାଁର ଦଣ୍ଡପାଣି ସାହୁଙ୍କ ଠାରୁ ଘରବାଡ଼ି ପଟ୍ଟା କରାଇବାକୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି ।

Advertisement