ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ପାରଦ କ୍ରମଶଃ ତଳକୁ ଖସିବା ସହ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି ।

ରାଜ୍ୟରେ ପାରଦ କ୍ରମଶଃ ତଳକୁ ଖସିବା ସହ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି ।

121
ADVERTISEMENT

ଭୁବନେଶ୍ୱର,୨୬/୧୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ପାରଦ କ୍ରମଶଃ ତଳକୁ ଖସିବା ସହ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ଗତକାଲି ଝାରସୁଗୁଡ଼ାରେ ୧୨, ସୁନ୍ଦରଗଡ଼ରେ ୧୨.୫, ଫୁଲବାଣୀରେ ୧୩, ଦାରିଙ୍ଗିବାଡି଼ରେ ୧୩, କେନ୍ଦୁଝରରେ ୧୩.୨, ଭବାନୀପାଟଣାରେ ୧୩.୨, ଦେବଗଡ଼ରେ ୧୩.୪, ବରଗଡ଼ରେ ୧୩.୮ ଡିଗ୍ରୀ ତାପମାତ୍ରା ଥିବାବେଳେ ସୋନପୁରରେ ୧୪.୨, ବୌଦ୍ଧରେ ୧୪.୫, ସମ୍ବଲପୁରରେ ୧୪.୬, ବାଲେଶ୍ୱରରେ ୧୪.୬, ଅନୁଗୁଳରେ ୧୪.୬, ସମ୍ବଲପୁରରେ ୧୪.୬ ଓ ହୀରାକୁଦରେ ୧୪.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏବଂ ଆସନ୍ତା ୨୪ ଘଣ୍ଟା ଭିତରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି ।

Advertisement