Thursday, October 8, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ...

ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ ।

154
ADVERTISEMENT

ବୌଦ୍ଧ,୨୬/୧୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ । ସେ ଏକ ଅପରାଧିକ ମାମଲାର ରଫାଦଫା କରିବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ବିଭାଗ ଶ୍ରୀ ପ୍ରଧାନଙ୍କ ଅଫିସ ଡ୍ରୟରରୁ ଲାଞ୍ଚ ନେଇଥିବା ୧୫ ହଜାର ଟଙ୍କା ଜବତ କରିଛନ୍ତି।

Advertisement