ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା,ବାଇକ୍ ଚାଳକଙ୍କ ମୃତ୍ୟୁ ।

79
ADVERTISEMENT

ଆଠଗଡ଼,୨୬/୧୧(ଡି.ଏଚ ବ୍ୟୁରୋ):-ଆଠଗଡ଼ ଥାନା ରାଜନଗର ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।

Advertisement