ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଅଳ୍ପକେ ବର୍ତ୍ତିଲେ ବନ କର୍ମଚାରୀ ସହ ସୁରକ୍ଷାକର୍ମୀ ।

62
ADVERTISEMENT

ବୌଦ୍ଧ,୨୮/୧୧(ଡି.ଏଚ ବ୍ୟୁରୋ):-ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଘଟିଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଅଳ୍ପକେ ବର୍ତ୍ତିଲେ ବନ କର୍ମଚାରୀ ସହ ସୁରକ୍ଷାକର୍ମୀ । ବନ ବିଭାଗର ଗାଡି ଉଡାଇବା ପାଇଁ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜା ହୋଇଥିବା ସନ୍ଦେହ କରାଯାଉଥିବାବେଳେ ଘଟଣାସ୍ଥଳରୁ ବିସ୍ପୋରକ ସାମଗ୍ରୀ ଓ କିଛି ତାର ଜବତ ହୋଇଛି।

Advertisement