Wednesday, October 7, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅମୀୟ...

ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅମୀୟ ଦାସ ।

151
ADVERTISEMENT

ବଡ଼ଚଣା,୩୦/୧୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅମୀୟ ଦାସ । ସେ ଜଣେ ଶିକ୍ଷକଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ଟିମ । ଏବଂ ବ୍ଲକ ଅଫିସର ଦୁଇ ଜଣ କର୍ମଚାରୀଙ୍କୁ ମଧ୍ୟ ଉଠାଇ ନେଇଛି ଭିଜିଲାନ୍ସ ।

Advertisement