ଭୁବନେଶ୍ୱର(ଦୁନିଆ ହାଲ୍ ଚାଲ୍): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ। ତିନି ପ୍ରମୁଖ ଦଳ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ସହିତ ଅନ୍ୟ ଦଳ ଓ ସ୍ବାଧୀନ ପ୍ରାର୍ଥୀ ନିଜ ନିଜ ନିର୍ବାଚନ ମଣ୍ଡଳୀ ଲାଗି ନାମାଙ୍କନ ଦାଖଲ କରୁଛନ୍ତି।