ଭୁବନେଶ୍ୱର,o୭/୧୨(ଡି.ଏଚ୍ ବ୍ୟୁରୋ):-ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ମାଣ୍ଡୋସl l ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେଲା ।ଫଳରେ ୮ ତାରିଖ ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ। ଯାହାର ପ୍ରଭାବରେ ତାମିଲନାଡୁ ପ୍ରାନ୍ତରେ ପ୍ରବଳ ବର୍ଷା ହେବ ସମ୍ଭାବନା l ଏବଂ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ।