ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁ।

71
ADVERTISEMENT

ସୁନ୍ଦରଗଡ଼,୦୯/୧୨(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁ। ସେ ରାସ୍ତା ରକ୍ଷଣାବେକ୍ଷଣ ବିଲ୍ କରାଇଦେବାକୁ ଜଣେ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ରାଉରକେଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

Advertisement