Sunday, October 11, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁ।

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁ।

157
ADVERTISEMENT

ସୁନ୍ଦରଗଡ଼,୦୯/୧୨(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁ। ସେ ରାସ୍ତା ରକ୍ଷଣାବେକ୍ଷଣ ବିଲ୍ କରାଇଦେବାକୁ ଜଣେ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ରାଉରକେଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

Advertisement