ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ।

56
ADVERTISEMENT

ବେଗୁନିଆ,୧୫/୧୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ। ସେ ଜମି କିସମର ପରିବର୍ତ୍ତନ ପାଇଁ ୪୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ହାତରେ ଧରାପଡିଥିଲେ । ଏବଂ ତାଙ୍କଠାରୁ ରଙ୍ଗବୋଳl ୪୫ହଜାର ଟଙ୍କା ଜବତ ହୋଇଛି।

Advertisement