ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁ l

45
ADVERTISEMENT

ରାୟଗଡ଼ା,୧୭/୧୨(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁ l ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ବ୍ରହ୍ମପୁର ଓ ଗଜପତିର ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଥିବା ସୂଚନା ।

Advertisement