ବାଲେଶ୍ୱର,୨୨/୧୨(ଡି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ଜିଲ୍ଲାରେ ୧୮୦୬ କୋଟି ଟଙ୍କାର ୧୯୧ଟି ଉନ୍ନତିମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବା ସହ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଫଳରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।