Friday, September 25, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା କାଶୀନଗର ଏନଏସିର କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର କୁମାର ସାହୁ।

ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା କାଶୀନଗର ଏନଏସିର କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର କୁମାର ସାହୁ।

146
ADVERTISEMENT

କାଶୀନଗର,୨୨/୧୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା କାଶୀନଗର ଏନଏସିର କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର କୁମାର ସାହୁ। ସେ ଏକ କେନାଲ ନିର୍ମାଣ କାର୍ଯ୍ୟର ବିଲ୍ ପାସ୍ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

Advertisement