Wednesday, October 14, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ସାମନ୍ତିଆପଲ୍ଲୀ ପଞ୍ଚାୟତ କାର୍ଯ୍ୟାଳୟରେ ଟଙ୍କିକିଆ ଚାଉଳ ବଣ୍ଟନକୁ ନେଇ ଗୋଷ୍ଠୀ...

ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ସାମନ୍ତିଆପଲ୍ଲୀ ପଞ୍ଚାୟତ କାର୍ଯ୍ୟାଳୟରେ ଟଙ୍କିକିଆ ଚାଉଳ ବଣ୍ଟନକୁ ନେଇ ଗୋଷ୍ଠୀ ସଂଘର୍ଷ l

126
ADVERTISEMENT

ବ୍ରହ୍ମପୁର,୨୨/୧୨(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ସାମନ୍ତିଆପଲ୍ଲୀ ପଞ୍ଚାୟତ କାର୍ଯ୍ୟାଳୟରେ ଟଙ୍କିକିଆ ଚାଉଳ ବଣ୍ଟନକୁ ନେଇ ଗୋଷ୍ଠୀ ସଂଘର୍ଷ l ଏଥିରେ ଜଣକର ମୃତ୍ୟୁ ହୋଇଥିବାବେଳେ ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ପୋଲିସର ତନାଘନା ଜାରି l

Advertisement