ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁର ।

83
ADVERTISEMENT

ଭବାନୀପାଟଣା,୨୮/୧୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କ ଭବାନୀପାଟଣା ମହାବୀର ପଡ଼ାରେ ଥିବା ୩ ମହଲା ବିଶିଷ୍ଟ ବାସଭବନ, ପୌର କାର୍ଯ୍ୟାଳୟ ଓ ମାରୱାରିପଡ଼ାରେ ଥିବା ତାଙ୍କ ସଂପର୍କୀୟଙ୍କ ବାସଭବନ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି କରିଛି ।

Advertisement