Wednesday, October 14, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ରାଉରକେଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ କିରାଣି ନନ୍ଦୀ କିଶୋର ନାଥ।

ଭିଜିଲାନ୍ସ ଜାଲରେ ରାଉରକେଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ କିରାଣି ନନ୍ଦୀ କିଶୋର ନାଥ।

151
ADVERTISEMENT

ରାଉରକେଲା,୧୦/୧(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ରାଉରକେଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ କିରାଣି ନନ୍ଦୀ କିଶୋର ନାଥ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ପକ୍ଷରୁ ତାଙ୍କର ରାଉରକେଲା ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ଏବଂ ବରଗଡ ସ୍ଥିତ ପୋୖତୁକ ଘର ସମେତ ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ଥିବା ସୂଚନା ।

Advertisement