ଚାନ୍ଦା ଆଦାୟକୁ ନେଇ ଟ୍ରଲର ଡ୍ରାଇଭରଙ୍କୁ ଛୁରାମାଡ଼ ।

66
ADVERTISEMENT

ଯୋଡ଼ା,୧୨/୧(ଡି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲା ଯୋଡ଼ାଠାରେ ଚାନ୍ଦା ଆଦାୟକୁ ନେଇ ଟ୍ରଲର ଡ୍ରାଇଭରଙ୍କୁ ଛୁରାମାଡ଼ । କିଛି ଦୁର୍ବୃତ୍ତ ତାଙ୍କଠାରୁ ଟଙ୍କା ଲୁଟି ଛୁରାମାଡ଼ କରିଥିବା ସୂଚନା । ଏବଂ ଡ୍ରାଇଭର ଜଣକ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ଥିବାବେଳେ ଘଟଣାସ୍ଥଳରେ ପୁଲିସର ତଦନ୍ତ ଜାରି ।

Advertisement