ମହାରାଷ୍ଟ୍ର,୧୯/୧(ଡି.ଏଚ ବ୍ୟୁରୋ):-ମହାରାଷ୍ଟ୍ରର ରାୟଗଢ଼ ଜିଲ୍ଲା ଅନ୍ତର୍ଗତ ମୁମ୍ବାଇ-ଗୋଆ ରାଜପଥନିକଟରେ ଟ୍ରକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବl ଫଳରେ ଘଟଣାସ୍ଥଳରେ ୯ଜଣଙ୍କର ମୃତ୍ୟୁ। ସ୍ଥାନୀୟ ରେପୋଲି ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିବାବେଳେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରେ, ୫ଜଣ ପୁରୁଷ, ୩ଜଣ ମହିଳା ଓ ଜଣେ ପିଲାଥିବା ସୂଚନା ।