Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଶୁଭ ମୁହୂର୍ତ୍ତ ନିର୍ଣ୍ଣୟ...

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଶୁଭ ମୁହୂର୍ତ୍ତ ନିର୍ଣ୍ଣୟ ହୋଇଛି।

117
ADVERTISEMENT

ବ୍ରହ୍ମପୁର,୧୮/୩(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବା ସହ ମାଆଙ୍କ ଆଗମନ ନେଇ ଶୁଭ ମୁହୂର୍ତ୍ତ ନିର୍ଣ୍ଣୟ ହୋଇଛି।ଏବଂ ଆସନ୍ତା ଏପ୍ରିଲ ୪ ତାରିଖରେ ମା’ଙ୍କ ଯାତ୍ରା ଆରମ୍ଭ ହୋଇ ମଇ ୧ ତାରିଖରେ ଶେଷ ହେବ। ଦୀର୍ଘ ୨୮ ଦିନ ଧରି ମା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଚାଲିବ।

Advertisement