Thursday, October 15, 2026
ADVERTISEMENT
Home ଆଞ୍ଚଳିକ ଘରୋଇ କଳହକୁ ନେଇ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଲା ସ୍ବାମୀ।

ଘରୋଇ କଳହକୁ ନେଇ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଲା ସ୍ବାମୀ।

163
ADVERTISEMENT

ବାଲେଶ୍ବର,୨୯/୩(ଡି.ଏଚ ବ୍ୟୁରୋ):-ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ଗହିରାବନ୍ଧ ଗ୍ରାମରେ ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ। ଘରୋଇ କଳହକୁ ନେଇ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଲା ସ୍ବାମୀ।ଏବଂ ଘଟଣାସ୍ଥଳରେ ରାଇବଣିଆ ଥାନା ପୁଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ପଚରାଉଚରା ଜାରି ରଖିଛି ।

Advertisement