ଫୁଲବାଣୀ,୦୪/୪(ଡି.ଏଚ ବ୍ୟୁରୋ):-କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ଜଣେ ବ୍ୟବସାୟୀଙ୍କଠାରୁ ୧୭ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଦୁର୍ବୃତ୍ତମାନେ ପଲସର ମୋଟରସାଇକଲରେ ପିଛା କରି ଟଙ୍କା ଲୁଟ କରିଥିବା ନେଇ ଥାନାରେ ଅଭିଯୋଗ ପରେ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିକଟରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚକରି ତଦନ୍ତ ଚଳାଇଛି ।