ଭୁବନେଶ୍ୱର,୦୯/୪(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲା ସମଗ୍ର ଓଡ଼ିଶା ପାଇଁ ଗର୍ବ ଓ ଗୌରବ । ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରାଳୟ ପକ୍ଷରୁ ଗଞ୍ଜାମ ଜିଲା ଦେଶର ଶ୍ରେଷ୍ଠ ଜିଲା ପରିଷଦ ଓ ହିଞ୍ଜିଳିକାଟୁ ଦେଶର ୬୬୧୨ଟି ପଞ୍ଚାୟତ ସମିତି ମଧ୍ୟରେ ଶ୍ରେଷ୍ଠ ବ୍ଲକ୍ ପଞ୍ଚାୟତ ଭାବେ ଘୋଷିତ ହୋଇଛି l ଏବଂ ଆସନ୍ତା ୧୭ ରେ ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହେବେ l