ଛିଡାହୋଇଥିବା ଟ୍ରକକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବା ଫଳରେ ଡ୍ରାଇଭର ମୃତ୍ୟୁ।

61
ADVERTISEMENT

ସୋର,୧୦/୪(ଡି.ଏଚ ବ୍ୟୁରୋ):-ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଛିଡାହୋଇଥିବା ଏକ ଟ୍ରକକୁ ଅନ୍ୟ ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲ୍ପରଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Advertisement