Friday, October 16, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ ମଲ୍ଲିକ।

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ ମଲ୍ଲିକ।

194
ADVERTISEMENT

ହିନ୍ଦୋଳ,୧୧/୪(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ ମଲ୍ଲିକ। ସେ ହିନ୍ଦୋଳ ବ୍ଲକ ବ୍ରହ୍ମପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କଠାରୁ ଦଶ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।ଏବଂ ଭିଜିଲାନ୍ସ ଟିମ ତାଙ୍କ ଭଦ୍ରକ ବାସଭବନ ସମେତ କାର୍ଯ୍ୟାଳୟ ଓ ଭଡ଼ା ଘରେ ଚଢ଼ଉ ଜାରି ରଖିଥିବା ସୂଚନା ।

Advertisement