ବିଜୁ ଶ୍ରମିକ ସାମୁଖ୍ୟ ତରଫରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

249
ADVERTISEMENT

ବ୍ରହ୍ମପୁର,୧୮/୮(ରାଜେଶ ରଣା ) : ବିଜୁ ଶ୍ରମିକ ସାମୁଖ୍ୟ ଗଞ୍ଜାମ ଜିଲ୍ଲା ତରଫରୁ ବ୍ରହ୍ମପୁର ଗିରି ମାର୍କେଟ ପ୍ରକାଶମ ହଲ ଠାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ସଭାରେ ବ୍ରହ୍ମପୁର ମାନ୍ୟବର ଲୋକସଭା ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି । ମାନ୍ୟବର ବିଧାୟକ ପୋଲସରା ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଓ ବିଧାୟକ ବ୍ରହ୍ମପୁର, ବିଧାୟିକା ଆସ୍କା,ବିଧାୟିକା ଖଲ୍ଲିକୋଟ, ଏବଂ ବହୁ ମାନ୍ୟଗଣ ବ୍ୟକ୍ତି ଓ ବିଜୁ ଶ୍ରମିକର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

Advertisement