Wednesday, October 14, 2026
ADVERTISEMENT
Home ଆଞ୍ଚଳିକ ସହିଦ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍...

ସହିଦ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।

136
ADVERTISEMENT

ଭୁବନେଶ୍ୱର,୨୨/୪(ଡି.ଏଚ ବ୍ୟୁରୋ):-ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Advertisement