Thursday, October 15, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ କେତେକ ଜିଲ୍ଲାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ...

ରାଜ୍ୟରେ କେତେକ ଜିଲ୍ଲାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ।

128
ADVERTISEMENT

ଭୁବନେଶ୍ୱର,୨୪/୪(ଡି.ଏଚ ବ୍ୟୁରୋ):-ରାଜ୍ୟରେ କେତେକ ଜିଲ୍ଲାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ଜିଲ୍ଲାଗୁଡ଼ିକ ମଧ୍ୟରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisement