Wednesday, October 14, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ଭଞ୍ଜନଗରର ଐତିହାସିକ ଠାକୁରାଣୀ ଯାତ୍ରା।

ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ଭଞ୍ଜନଗରର ଐତିହାସିକ ଠାକୁରାଣୀ ଯାତ୍ରା।

129
ADVERTISEMENT

ବ୍ରହ୍ମପୁର,୦୨/୫(ଡି.ଏଚ ବ୍ୟୁରୋ):-ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ଭଞ୍ଜନଗରର ଐତିହାସିକ ଠାକୁରାଣୀ ଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ମା’ଙ୍କୁ ସ୍ବାଗତ କରିବାକୁ ସହର ସଂପୂର୍ଣ୍ଣ ଭାବେ ନୂଆ ରୂପରେ ସଜେଇ ହୋଇଥିବା ସହ ଆଧ୍ୟାତ୍ମିକମୟ ପରିବେଶ ସୃଷ୍ଟି ହୋଇଛି। ଅସ୍ଥାୟୀ ପୀଠ କାମ ଚୂଡ଼ାନ୍ତ ହୋଇଥିବା ବେଳେ ଏହାକୁ ଅଧିକ ଆକର୍ଷଣୀୟ କରାଯାଇଛି।

Advertisement